ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 21 ଫେବ୍ରୁଆରି (ହି.ସ.) - ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ବୋ
ଦଶମ ଶ୍ରେଣୀ ବୋର୍ଡ     ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 21 ଫେବ୍ରୁଆରି (ହି.ସ.)

- ଦଶମ ଶ୍ରେଣୀ

ବୋର୍ଡ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ

ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା

ପରିଚାଳିତ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଦେଉଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ମୋର ଶୁଭେଚ୍ଛା। ଚାପମୁକ୍ତ

ହୋଇ ସକରାତ୍ମକ ମନୋଭାବ ଏବଂ ଦୃଢ଼ ଆତ୍ମବିଶ୍ୱାସର ସହ ପରୀକ୍ଷା ଦେଇ ଛାତ୍ରଛାତ୍ରୀମାନେ ଉତ୍ତମ

ପ୍ରଦର୍ଶନ କରନ୍ତୁ। ସମସ୍ତ ପରୀକ୍ଷାର୍ଥୀଙ୍କ ସଫଳତା ଏଵଂ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande