ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ, 21 ଫେବ୍ରୁଆରି (ହି.ସ.)- ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଛତିଶଗଡର ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏଙ୍କୁ ହ
ଛତିଶଗଡ     ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ


ନୂଆଦିଲ୍ଲୀ, 21 ଫେବ୍ରୁଆରି (ହି.ସ.)- ଛତିଶଗଡ

ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ

ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଛତିଶଗଡର

ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏଙ୍କୁ ହାର୍ଦ୍ଦିକ ଶୁଭକାମନା । ତାଙ୍କ ନେତୃତ୍ୱରେ ଛତିଶଗଡ

ବିକାଶ, ଜନକଲ୍ୟାଣ ଓ ସୁଶାସନ ପଥରେ ତୀବ୍ରତାରେ ଗତିମାନ ହେଉଛି । ମହାପ୍ରଭୁଙ୍କ ନିକଟରେ ତାଙ୍କ

ଉତମ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande