ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଜୁଏଲ ଓରାମ
ନୂଆଦିଲ୍ଲୀ, 21 ଫେବ୍ରୁଆରି (ହି.ସ.)- ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଏକ୍ସ ହ୍ୟାଣ୍ଡେଲରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଛତିଶଗଡର ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା
ଛତିଶଗଡ     ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଜୁଏଲ ଓରାମ


ନୂଆଦିଲ୍ଲୀ, 21 ଫେବ୍ରୁଆରି (ହି.ସ.)- ଛତିଶଗଡ

ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଏକ୍ସ

ହ୍ୟାଣ୍ଡେଲରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଛତିଶଗଡର ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏଙ୍କୁ

ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅନନ୍ତ ଶୁଭକାମନା । ଈଶ୍ୱରଙ୍କ ନିକଟରେ ଆପଣଙ୍କ ଉତମ

ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ ଜୀବନ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande