ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 21 ଫେବ୍ରୁଆରି (ହି.ସ.) - ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଦେବାକୁ ଯାଉଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା।
ଦଶମ ଶ୍ରେଣୀ ବୋର୍ଡ     ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ


ଭୁବନେଶ୍ୱର, 21 ଫେବ୍ରୁଆରି (ହି.ସ.)

- ଦଶମ ଶ୍ରେଣୀ

ବୋର୍ଡ ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ନବୀନ

କହିଛନ୍ତି ଯେ, ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଦେବାକୁ ଯାଉଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ମୋର

ଆନ୍ତରିକ ଶୁଭେଚ୍ଛା। ସମସ୍ତେ ନିଜର ଶ୍ରେଷ୍ଠ ପ୍ରଦର୍ଶନ କରନ୍ତୁ। ସଭିଙ୍କ ଉଜ୍ଜ୍ୱଳ ଭବିଷ୍ୟତ

କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande