ଭୁବନେଶ୍ୱର, 22 ଫେବ୍ରୁଆରି (ହି.ସ.) – କେନ୍ଦ୍ର ଭାରୀ ଉଦ୍ୟୋଗ ତଥା
ଇସ୍ପାତ ରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଭୂପତି ରାଜୁ
ଶନିବାର ଦିନ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ।
ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ