ବେଦାନ୍ତ ଗୃପ୍ ଅଧ୍ୟକ୍ଷ ଶ୍ରୀ ଅନିଲ ଅଗ୍ରୱାଲ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ
ଭୁବନେଶ୍ୱର, 22 ଫେବ୍ରୁଆରି (ହି.ସ.) – ବେଦାନ୍ତ ଗୃପ୍ ଅଧ୍ୟକ୍ଷ ଶ୍ରୀ ଅନିଲ ଅଗ୍ରୱାଲ ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହ ସାକ୍ଷାତ କରି ଓଡ଼ିଶାରେ ପୁଞ୍ଜି ନିବେଶ ବିଷୟରେ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଏହି
ବେଦାନ୍ତ ଗୃପ୍ ଅଧ୍ୟକ୍ଷ ଶ୍ରୀ ଅନିଲ ଅଗ୍ରୱାଲ ମୁଖ୍ୟମନ୍ତ୍ରୀ       ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ


ଭୁବନେଶ୍ୱର, 22 ଫେବ୍ରୁଆରି (ହି.ସ.) – ବେଦାନ୍ତ ଗୃପ୍ ଅଧ୍ୟକ୍ଷ ଶ୍ରୀ ଅନିଲ ଅଗ୍ରୱାଲ ଆଜି

ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହ ସାକ୍ଷାତ କରି ଓଡ଼ିଶାରେ

ପୁଞ୍ଜି ନିବେଶ ବିଷୟରେ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆ ଯାଇଛି

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande