ମିଜୋରାମ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 22 ଫେବ୍ରୁଆରି (ହି.ସ.) - ମିଜୋରାମ ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏକ୍ସ ହ୍ୟାଣ୍ଡେଲରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମିଜୋରାମ ମୁଖ୍ୟମନ୍ତ୍ରୀ ଲାଲଦୁହୋମାଙ୍କୁ ଜନ୍ମଦିନର ଶୁଭେଚ୍ଛା
ମିଜୋରାମ ମୁଖ୍ୟମନ୍ତ୍ରୀଙ୍କୁ     ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 22 ଫେବ୍ରୁଆରି (ହି.ସ.)

- ମିଜୋରାମ

ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଏକ୍ସ ହ୍ୟାଣ୍ଡେଲରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମିଜୋରାମ ମୁଖ୍ୟମନ୍ତ୍ରୀ ଲାଲଦୁହୋମାଙ୍କୁ

ଜନ୍ମଦିନର ଶୁଭେଚ୍ଛା । ତାଙ୍କର ସୁସ୍ଥ, ଖୁସିମୟ ଓ ସୁଦୀର୍ଘ ଜୀବନ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande