ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା
ନୂଆଦିଲ୍ଲୀ, 22 ଫେବ୍ରୁଆରି (ହି.ସ.)-ଦିଲ୍ଲୀର ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ବାସଭବନରେ ଔପଚାରିକ ସାକ୍ଷାତ କରିଛନ୍ତି । ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଓ ନେତୃତ୍ୱରେ ବିଜେପିର ଡବଲ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା


ନୂଆଦିଲ୍ଲୀ, 22 ଫେବ୍ରୁଆରି (ହି.ସ.)-ଦିଲ୍ଲୀର ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଶନିବାର

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ବାସଭବନରେ ଔପଚାରିକ ସାକ୍ଷାତ

କରିଛନ୍ତି । ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଓ ନେତୃତ୍ୱରେ ବିଜେପିର ଡବଲ

ଇଂଜିନ ସରକାର ଲୋକକଲ୍ୟାଣ ଓ ସୁଶାନ ପଥରେ ଚାଲି ଦିଲ୍ଲୀବାସୀଙ୍କ ସ୍ୱପ୍ନକୁ ଏକ ବିକଶିତ

ଦିଲ୍ଲୀରେ ବଦଳାଇବା ପାଇଁ ପ୍ରତିବଦ୍ଧ ।

ଦିଲ୍ଲୀରେ ବିଜେପି ସରକାର ଗଠନ ହେବା ପରେ ମୁଖ୍ୟମନ୍ତ୍ରୀଙ୍କ ଭେଟିବା

କାର୍ଯ୍ୟକ୍ରମ ଜାରି ରହିଛି । ଏହାପୂର୍ବରୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଓ

ଉପରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande