ଭାରତୀୟ ଟିମକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 23 ଫେବ୍ରୁଆରି (ହି.ସ.)- ଭାରତୀୟ ଟିମକୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକ୍ସ ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜିର ମ୍ୟାଚ ପାଇଁ ଭାରତୀୟ ଟିମକୁ ଶୁଭେଚ୍ଛା । ଆମର ଖେଳାଳି ମାନେ ସେମାନଙ୍କର ନିଷ୍ପକ୍ଷତା, କୌଶଳ ଓ
ଭାରତୀୟ ଟିମକୁ ଶୁଭେଚ୍ଛା     ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 23 ଫେବ୍ରୁଆରି (ହି.ସ.)- ଭାରତୀୟ

ଟିମକୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକ୍ସ ହ୍ୟାଣ୍ଡେଲରେ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜିର ମ୍ୟାଚ ପାଇଁ ଭାରତୀୟ ଟିମକୁ ଶୁଭେଚ୍ଛା । ଆମର ଖେଳାଳି ମାନେ

ସେମାନଙ୍କର ନିଷ୍ପକ୍ଷତା, କୌଶଳ ଓ ଟିମ୍ ୱର୍କ ଦେଖାଇ ଦେଶକୁ ଗର୍ବିତ କରନ୍ତୁ। ଖେଳରେ ଚମକନ୍ତୁ, ଏବଂ ବିଜୟୀ ହୁଅନ୍ତୁ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande