ଅନୁଗୁଳ ଟାଉନ ହଲ୍ ଠାରେ ମନ୍ କୀ ବାତ୍ କାର୍ଯ୍ୟକ୍ରମରେ ଧର୍ମେନ୍ଦ୍ରଙ୍କ ଯୋଗଦାନ
ଭୁବନେଶ୍ୱର, 23 ଫେବ୍ରୁଆରି (ହି.ସ.)- ମନ୍ କୀ ବାତ୍ ଶୁଣିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରଧାନମନ୍ତ୍ରୀଙ୍କ ମନ୍ କୀ ବାତ୍ ଶୁଣିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅନୁଗୁଳ ଟାଉନ ହଲ ଠାରେ ମୋଦିଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମରେ
ଅନୁଗୁଳ ଟାଉନ ହଲ୍ ଠାରେ     ମନ୍ କୀ ବାତ୍ କାର୍ଯ୍ୟକ୍ରମରେ ଧର୍ମେନ୍ଦ୍ରଙ୍କ ଯୋଗଦାନ


ଭୁବନେଶ୍ୱର, 23 ଫେବ୍ରୁଆରି (ହି.ସ.)- ମନ୍ କୀ ବାତ୍

ଶୁଣିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରଧାନମନ୍ତ୍ରୀଙ୍କ ମନ୍ କୀ ବାତ୍ ଶୁଣିଛନ୍ତି

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅନୁଗୁଳ ଟାଉନ ହଲ ଠାରେ ମୋଦିଙ୍କ ମନ୍ କି

ବାତ୍ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ । ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ

ପାଣି, ଅନୁଗୁଳ ଓ ଢେ଼ଙ୍କାନାଳ ଜିଲ୍ଲାର ବିଧାୟକ ମାନଙ୍କ

ସହ ବିଜେପି କର୍ମକର୍ତ୍ତା ମାନେ ମଧ୍ୟ ଉପସ୍ଥିତ ରହିଥିଲେ ।

....

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande