ଆଗାମୀ ୭ ଦିନ ପର୍ଯ୍ୟନ୍ତ ଓଡ଼ିଶାର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା
ଭୁବନେଶ୍ୱର, ୨୪ ଫେବୃଆରୀ (ହି.ସ.)- ଆଗାମୀ ୭ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ଆସନ୍ତା ମାର୍ଚ୍ଚ ୩ ତାରିଖ ସକାଳ ପର୍ଯ୍ୟନ୍ତ ଓଡ଼ିଶାର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହିପରି ଆଗାମୀ ୫ ଦିନ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣି
ଆଗାମୀ ୭ ଦିନ ପର୍ଯ୍ୟନ୍ତ ଓଡ଼ିଶାର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା


ଭୁବନେଶ୍ୱର, ୨୪ ଫେବୃଆରୀ (ହି.ସ.)- ଆଗାମୀ ୭ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ଆସନ୍ତା ମାର୍ଚ୍ଚ ୩ ତାରିଖ ସକାଳ ପର୍ଯ୍ୟନ୍ତ ଓଡ଼ିଶାର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହିପରି ଆଗାମୀ ୫ ଦିନ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande