ଆସନ୍ତାକାଲି ଅଭିଲେଖ ସପ୍ତାହ ପାଳନ ଉତ୍ସବରେ ଯୋଗ ଦେବେ ମନ୍ତ୍ରୀ ସୂରଜ
ଭୁବନେଶ୍ୱର, 24 ଫେବୃଆରୀ - ଆସନ୍ତାକାଲି ଅଭିଲେଖ ସପ୍ତାହ ପାଳନ ଉତ୍ସବରେ ର ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେବେ।ଓଡ଼ିଶା ରାଜ୍ୟ ଅଭିଲେଖାଗାର, ଭୁବନେଶ୍ୱରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ । ---------------
ଆସନ୍ତାକାଲି ଅଭିଲେଖ ସପ୍ତାହ ପାଳନ ଉତ୍ସବରେ ଯୋଗ ଦେବେ ମନ୍ତ୍ରୀ ସୂରଜ


ଭୁବନେଶ୍ୱର, 24 ଫେବୃଆରୀ - ଆସନ୍ତାକାଲି ଅଭିଲେଖ ସପ୍ତାହ ପାଳନ ଉତ୍ସବରେ ର ସଂସ୍କୃତି

ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେବେ।ଓଡ଼ିଶା ରାଜ୍ୟ ଅଭିଲେଖାଗାର, ଭୁବନେଶ୍ୱରରେ ଏହି କାର୍ଯ୍ୟକ୍ରମ

ଆୟୋଜିତ ହେବ ।

---------------

ହିନ୍ଦୁସ୍ଥାନ ସମାଚାର / ଅନିଲ


 rajesh pande