ଭୁବନେଶ୍ୱର,
25ଫେବୃଆରୀ (ହି.ସ.) - ଆଜି ଅଭିଲେଖ ସପ୍ତାହ ପାଳନ ଉତ୍ସବରେ ସଂସ୍କୃତି ମନ୍ତ୍ରୀ
ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଓଡ଼ିଶା ରାଜ୍ୟ ଅଭିଲେଖାଗାର, ଭୁବନେଶ୍ୱରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା
25 Feb 2025
କେନ୍ଦ୍ରାପଡ଼ା, ୨୫ ଫେବୃଆରୀ(ହି.ସ.) – କେନ୍ଦ୍ରାପଡ଼ା ଜିଲ୍ଲାରେ ସୁଭଦ୍ରା ଯୋଜନା ଓ ଧାନକ୍ରୟ ଅଗ୍ରଗତି ସଂପର୍କରେ ଏକ ସମୀକ୍ଷା ବୈଠକ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନ ଆଜି ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର, ଡିଆର୍ସିଏସ୍ ସନ୍ତୋଷ କୁମାର ଦାସ, ସିଏସ୍ଓ ..
କେନ୍ଦ୍ରାପଡ଼ା, ୨୫ ଫେବୃଆରୀ(ହି.ସ.) – କେନ୍ଦ୍ରାପଡ଼ା ଜିଲ୍ଲାର ନିକିରେଇ, ଜମ୍ବୁ ମେରାଇନ, ମହାକାଳପଡ଼ା, ରାଜକନିକା ଏବଂ ପଟ୍ଟାମୁଣ୍ଡାଇ ରୁରାଲ ଥାନା ଅଧିନସ୍ଥ ବିଭିନ୍ନ ସ୍ଥାନରେ ଚୋରା ମଦ ବିକ୍ରି ହେଉଥିବାର ଖବର ପାଇବା ପରେ ଜିଲ୍ଲପାଳଙ୍କ ନିର୍ଦ୍ଦେଶ କ୍ରମେ ଅବକାରୀ ଅଧିକ୍ଷକ, ବିପ୍ରଚରଣ ମଣ୍ଡଳଙ୍କ ..
ବଲାଙ୍ଗିର, 25 ଫେବ୍ରୁଆରି (ହି.ସ.) ଆସନ୍ତାକାଲି ହେଉଛି ପ୍ରଭୁ ଧବଳେଶ୍ଵରଙ୍କ ମହା ଶିବରାତ୍ରି । ସେଥିପାଇଁ ଜୋରସୋର୍ରେ ପ୍ରସ୍ତୁତି ଚାଲିଥିବା ବେଳେ ଦୁଇ ଦିନ ପୂର୍ବରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଜାଗର ଦିନ ଗୋଟିଏ ଦିନ ପାଇଁ ଦେଶି ଓ ବିଦେଶୀ ମଦ ଦୋକାନ ବନ୍ଦ ରଖିବାକୁ ଜିଲ୍ଲାପାଳ ତଥା ବିଭାଗୀୟ..
ମାଲକାନଗିରି ,୨୫ ଫେବ୍ରୁଆରି (ହି.ସ.) - ଆବାସିକ ବିଦ୍ୟାଳୟରେ ଅଭାବନୀୟ ଚିତ୍ର । ପାଠ ପଢି ଭବିଷ୍ୟତ ଗଢିବାକୁ ଆସିଥିବା ନିରୀହ ଛାତ୍ରୀ ପାଲଟିଛି ଗର୍ଭବତୀ । କେବଳ ଗର୍ଭବତୀ ନୁହେଁ ଏକ ସନ୍ତାନ ଜନ୍ମ କରିଛି ନାବାଳିକା ଛାତ୍ରୀ । ଶିକ୍ଷାର ମନ୍ଦିର କୁହାଯାଉଥିବା ବିଦ୍ୟାଳୟରେ ନିରୀହ ଆଦିବାସୀ ଛାତ୍ରୀ ..
Copyright © 2017-2024. All Rights Reserved Hindusthan Samachar News Agency
Powered by Sangraha