ପବିତ୍ର ମହାଶିବରାତ୍ରୀରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 26 ଫେବ୍ରୁଆରି (ହି.ସ.)– ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ମହାଶିବରାତ୍ରୀରେ ଶୁଭେଚ୍ଛା ଜଣାଇଛନ୍ତି । ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ପବିତ୍ର ମହାଶିବରାତ୍ରୀତଥା ଜାଗର ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ମହାଦେବଙ୍କ ଅପାର କରୁଣାରୁ ସମ
ପବିତ୍ର ମହାଶିବରାତ୍ରୀରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 26 ଫେବ୍ରୁଆରି (ହି.ସ.)– ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପବିତ୍ର ମହାଶିବରାତ୍ରୀରେ ଶୁଭେଚ୍ଛା ଜଣାଇଛନ୍ତି ।

ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ପବିତ୍ର ମହାଶିବରାତ୍ରୀତଥା ଜାଗର ଅବସରରେ ସମସ୍ତଙ୍କୁ

ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ମହାଦେବଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତିରେ ଭରିଯାଉ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande