କୁମକୁମ ମିଶ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ କେନ୍ଦ୍ର ମନ୍ତ୍ରୀ
ଭୁବନେଶ୍ୱର, 26 ଫେବୃଆରୀ (ହି.ସ.) – କୁମକୁମ ମିଶ୍ରଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି ଯେ, ସମ୍ବଲପୁରର ବିଶିଷ୍ଟ ଶିକ୍ଷାବିତ୍ ତଥା ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ପୂର୍ବତନ ପ୍ରାନ୍ତ ସଂଘ ଚ
କୁମକୁମ ମିଶ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ କେନ୍ଦ୍ର ମନ୍ତ୍ରୀ


ଭୁବନେଶ୍ୱର, 26 ଫେବୃଆରୀ (ହି.ସ.) – କୁମକୁମ ମିଶ୍ରଙ୍କ ବିୟୋଗରେ କେନ୍ଦ୍ର

ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି ଯେ, ସମ୍ବଲପୁରର ବିଶିଷ୍ଟ ଶିକ୍ଷାବିତ୍ ତଥା ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ପୂର୍ବତନ ପ୍ରାନ୍ତ

ସଂଘ ଚାଳକ ବିପିନ ବିହାରୀ ନନ୍ଦଙ୍କ ଧର୍ମପତ୍ନୀ କୁମକୁମ ମିଶ୍ରଙ୍କ ବିୟୋଗ ଖବର ଶୁଣି ମୁଁ

ଦୁଃଖିତ ଓ ମର୍ମାହତ । ପରିବାରର ଜଣେ ସଦସ୍ୟ ହିସାବରେ ମାଉସୀଙ୍କ ବିୟୋଗ ମୋ ପାଇଁ ବ୍ୟକ୍ତିଗତ

କ୍ଷତି । ସେ ମୋର ମାତୃତୂଲ୍ୟ ଥିଲେ । ତାଙ୍କ ସହ ବିତାଇଥିବା ସମୟ ଚିର ସ୍ମରଣୀୟ ହୋଇ ରହିବ ।

ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।ଓଁ ଶାନ୍ତି

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande