ମହାଶିବରାତ୍ରୀର ଶୁଭେଚ୍ଛା ଜଣାଇଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ
ଭୁବନେଶ୍ୱର, 26 ଫେବ୍ରୁଆରି (ହି.ସ.)- ମହାଶିବରାତ୍ରୀର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏକ୍ସ ହ୍ୟାଣ୍ଡେଲରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ମହା ଶିବରାତ୍ରି ଉପଲକ୍ଷେ ସମଗ୍ର ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଏବଂ ଅଭିନନ୍ଦନ । ଭଗବାନ
ମହାଶିବରାତ୍ରୀର ଶୁଭେଚ୍ଛା ଜଣାଇଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ


ଭୁବନେଶ୍ୱର, 26 ଫେବ୍ରୁଆରି (ହି.ସ.)- ମହାଶିବରାତ୍ରୀର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ

କେଭି ସିଂହଦେଓ । ଏକ୍ସ ହ୍ୟାଣ୍ଡେଲରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ମହା

ଶିବରାତ୍ରି ଉପଲକ୍ଷେ ସମଗ୍ର ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଏବଂ ଅଭିନନ୍ଦନ । ଭଗବାନ

ଶିବଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖମୟ ଏବଂ ମଙ୍ଗଳମୟ ହେଉ l

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande