ଭୁବନେଶ୍ୱର, 26 ଫେବ୍ରୁଆରି (ହି.ସ.)
- ମହାଶିବରାତ୍ରୀର ଶୁଭେଚ୍ଛା ଜଣାଇଛନ୍ତି
ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏକ୍ସ ହ୍ୟାଣ୍ଡେଲରେ ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର
ମହାଶିବରାତ୍ରି ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଆଜି ଏହି ପବିତ୍ର
ଅବସରରେ ମୁଁ ଦେବାଧିଦେବ ମହାଦେବଙ୍କ ପାଖେ ସମସ୍ତଙ୍କ ସୁଖମୟ ଓ ନିରାମୟ ଜୀବନ ପାଇଁ କାମନା
କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା