ମହାଶିବରାତ୍ରୀର ଶୁଭେଚ୍ଛା ଜଣାଇଲେ ପୃଥ୍ୱୀରାଜ ହରିଚନ୍ଦନ
ଭୁବନେଶ୍ୱର, 26 ଫେବ୍ରୁଆରି (ହି.ସ.) - ମହାଶିବରାତ୍ରୀର ଶୁଭେଚ୍ଛା ଜଣାଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଏକ୍ସ ହ୍ୟାଣ୍ଡେଲରେ ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ମହାଶିବରାତ୍ରି ତଥା ଜାଗର ଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ଦେବ
ମହାଶିବରାତ୍ରୀର ଶୁଭେଚ୍ଛା ଜଣାଇଲେ ପୃଥ୍ୱୀରାଜ ହରିଚନ୍ଦନ


ଭୁବନେଶ୍ୱର, 26 ଫେବ୍ରୁଆରି (ହି.ସ.)

- ମହାଶିବରାତ୍ରୀର ଶୁଭେଚ୍ଛା ଜଣାଇଛନ୍ତି ଆଇନ ମନ୍ତ୍ରୀ

ପୃଥ୍ୱୀରାଜ ହରିଚନ୍ଦନ । ଏକ୍ସ ହ୍ୟାଣ୍ଡେଲରେ ମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ମହାଶିବରାତ୍ରି

ତଥା ଜାଗର ଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ଦେବ ଦେବ

ମହାଦେବଙ୍କ ଅପାର କରୁଣାରୁ ସଭିଙ୍କ ଜୀବନ ସୁଖ, ଶାନ୍ତିରେ ପରିପୂର୍ଣ୍ଣ ହେଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande