ଭୁବନେଶ୍ୱର, 27 ଫେବ୍ରୁଆରି (ହି.ସ.)- ମନୋଜ ଦାସଙ୍କ
ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏକ୍ସ ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ
କହିଛନ୍ତି ଯେ, ବିଶିଷ୍ଟ ସାରସ୍ୱତ ସାଧକ, ଲେଖକ, ସାହିତ୍ୟିକ, ପଦ୍ମ ଭୂଷଣ ପୁରସ୍କାରପ୍ରାପ୍ତ ମନୋଜ ଦାସଙ୍କ ଜୟନ୍ତୀରେ ଭକ୍ତିପୂତ
ଶ୍ରଦ୍ଧାଞ୍ଜଳି। ତାଙ୍କ ସମୃଦ୍ଧ ସାହିତ୍ୟ ସଂସ୍କୃତି ଏବଂ ଦର୍ଶନର ଜ୍ଞାନ ସବୁବେଳେ
ପ୍ରେରଣାଦାୟୀ ହୋଇ ରହିବ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା