ସ୍ବର୍ଗତ ଆଚାର୍ଯ୍ୟ ହରିହର ଦାସଙ୍କ ସ୍ମରଣ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 27 ଫେବ୍ରୁଆରି (ହି.ସ.) - ସ୍ବର୍ଗତ ଆଚାର୍ଯ୍ୟ ହରିହର ଦାସଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ସାରସ୍ଵତ ସାଧକ ତଥା ସମାଜ ସଂସ୍କାରକ ସ୍ବର
ସ୍ବର୍ଗତ ଆଚାର୍ଯ୍ୟ ହରିହର     ଦାସଙ୍କ ସ୍ମରଣ କଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 27 ଫେବ୍ରୁଆରି (ହି.ସ.)

- ସ୍ବର୍ଗତ

ଆଚାର୍ଯ୍ୟ ହରିହର ଦାସଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ସାରସ୍ଵତ ସାଧକ ତଥା ସମାଜ ସଂସ୍କାରକ ସ୍ବର୍ଗତ ଆଚାର୍ଯ୍ୟ ହରିହର

ଦାସଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande