ଆଗାମୀ ୬ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ
ଭୁବନେଶ୍ୱର, ୨୬ ମଇ (ହି.ସ.)- ଆଗାମୀ ୬ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ । ଏହାର ପରବର୍ତୀ ଦିନ ଅର୍ଥାତ୍ ସପ୍ତମ ଦିନ କେତେକ ସ୍ଥାନରେ ହାଲୁକା ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପ
ଆଗାମୀ ୬ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ


ଭୁବନେଶ୍ୱର, ୨୬ ମଇ (ହି.ସ.)- ଆଗାମୀ ୬ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ । ଏହାର ପରବର୍ତୀ ଦିନ ଅର୍ଥାତ୍ ସପ୍ତମ ଦିନ କେତେକ ସ୍ଥାନରେ ହାଲୁକା ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande