ଭୁବନେଶ୍ୱର, ୨୬ ମଇ (ହି.ସ.)- ଆଗାମୀ ୬ରୁ ୭ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ