ହାତଗୋଡ଼ ବାନ୍ଧି ସାମ୍ବାଦିକଙ୍କୁ ମାଡ଼ ଘଟଣାରେ ୪ ଗିରଫ
ବଲାଙ୍ଗିର, ୨୬ ମଇ (ହି.ସ.)- ହାତଗୋଡ଼ ବାନ୍ଧି ସାମ୍ବାଦିକଙ୍କୁ ମାଡ଼ ଘଟଣାରେ ୪ ଗିରଫ। ଜଣେ ନାବାଳକ ସମେତ ୪ ଜଣଙ୍କୁ ଗିରଫ କଲା ବଲାଙ୍ଗିର ପୋଲିସ। ଆକ୍ରମଣକାରୀ ଅବିନାଶ ଦଳାଇ, ଆଦିତ୍ୟ ଜେନା, ଗୁମର ନାୟକ ଗିରଫ। ମାଷ୍ଟରମାଇଣ୍ଡ ଠିକାଦାର ଗଜେନ୍ଦ୍ର ଦଳାଇ ଏବେବି ଫେରାର। ପୁଇଁତଳା କୁଲଥିପାଲି ଗାଁରେ
ବଲାଙ୍ଗିର: ହାତଗୋଡ଼ ବାନ୍ଧି ସାମ୍ବାଦିକଙ୍କୁ ମାଡ଼ ଘଟଣାରେ ୪ ଗିରଫ


ବଲାଙ୍ଗିର, ୨୬ ମଇ (ହି.ସ.)- ହାତଗୋଡ଼ ବାନ୍ଧି ସାମ୍ବାଦିକଙ୍କୁ ମାଡ଼ ଘଟଣାରେ ୪ ଗିରଫ। ଜଣେ ନାବାଳକ ସମେତ ୪ ଜଣଙ୍କୁ ଗିରଫ କଲା ବଲାଙ୍ଗିର ପୋଲିସ। ଆକ୍ରମଣକାରୀ ଅବିନାଶ ଦଳାଇ, ଆଦିତ୍ୟ ଜେନା, ଗୁମର ନାୟକ ଗିରଫ। ମାଷ୍ଟରମାଇଣ୍ଡ ଠିକାଦାର ଗଜେନ୍ଦ୍ର ଦଳାଇ ଏବେବି ଫେରାର।

ପୁଇଁତଳା କୁଲଥିପାଲି ଗାଁରେ ସାମ୍ବାଦିକ ବିଜୟ ପ୍ରଧାନଙ୍କୁ ଆକ୍ରମଣ ହୋଇଥିଲା। ଖବର ସଂଗ୍ରହ ବେଳେ ହାତଗୋଡ଼ ବାନ୍ଧି ମାଡ଼ ମାରିଥିଲେ।

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande