ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 26 ମେ (ହି.ସ.)- ବଲାଙ୍ଗୀର ବିଧାୟକ ଶ୍ରୀ କଳିକେଶ ନାରାୟଣ ସିଂହଦେଓଙ୍କୁ ଜନ୍ମଦିନର ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବଲାଙ୍ଗୀର ବିଧାୟକ ଶ୍ରୀ କଳିକେଶ ନାରାୟଣ ସିଂହଦେଓଙ୍କୁ ଜନ
ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ     ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 26 ମେ (ହି.ସ.)- ବଲାଙ୍ଗୀର ବିଧାୟକ ଶ୍ରୀ କଳିକେଶ ନାରାୟଣ ସିଂହଦେଓଙ୍କୁ ଜନ୍ମଦିନର ଶୁଭକାମନା

ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ

କହିଛନ୍ତି ଯେ, ବଲାଙ୍ଗୀର ବିଧାୟକ ଶ୍ରୀ କଳିକେଶ ନାରାୟଣ ସିଂହଦେଓଙ୍କୁ ଜନ୍ମଦିନ ଅବସରରେ

ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା ଜଣାଉଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ତାଙ୍କ

ସୁସ୍ଥ, ଦୀର୍ଘାୟୁ ଓ ନିରାମୟ ଜୀବନ ପାଇଁ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande