ପବିତ୍ର ସାବିତ୍ରୀ ବ୍ରତର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ
ଭୁବନେଶ୍ୱର, 26 ମେ (ହି.ସ.)- ପବିତ୍ର ସାବିତ୍ରୀ ବ୍ରତର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ପବିତ୍ର ସାବିତ୍ରୀ ବ୍ରତ ଅବସରରେ ଶୁଭେଛା ଓ ଶୁଭକାମନା। ବିବାହିତ ମା' ଏବଂ
ପବିତ୍ର ସାବିତ୍ରୀ ବ୍ରତର ଶୁଭେଚ୍ଛା ଜଣାଇଲେ କେଭି ସିଂହଦେଓ


ଭୁବନେଶ୍ୱର, 26 ମେ (ହି.ସ.)- ପବିତ୍ର ସାବିତ୍ରୀ ବ୍ରତର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟନ୍ତ୍ରୀ କେଭି

ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ପବିତ୍ର

ସାବିତ୍ରୀ ବ୍ରତ ଅବସରରେ ଶୁଭେଛା ଓ ଶୁଭକାମନା। ବିବାହିତ ମା'

ଏବଂ

ଭଉଣୀମାନଙ୍କ ଅଖଣ୍ଡ ସୌଭାଗ୍ୟ ଏବଂ ସମସ୍ତ ପରିବାରର ସୁଖ ଏବଂ ସମୃଦ୍ଧି ପାଇଁ ମୁଁ ମାତା

ସାବିତ୍ରୀଙ୍କ ନିକଟରେ ପ୍ରାର୍ଥନା କରୁଛି।

ସମସ୍ତଙ୍କ ଦାମ୍ପତ୍ୟ ଜୀବନ ମଙ୍ଗଳମୟ ହେଉ ବୋଲି କାମନା କରିଛନ୍ତି କନକ ବର୍ଦ୍ଧନ ସିଂହଦେଓ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande