ଉତରପଶ୍ଚିମ ବଙ୍ଗୋପ ସାଗରର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି
ଭୁବନେଶ୍ୱର, ୨୭ ମଇ (ହି.ସ.)- ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମକେନ୍ଦ୍ରିୟ ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ପ୍ରଭାବରେ ଉତରପଶ୍ଚିମ ବଙ୍ଗୋପ ସାଗରର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଧିରେ ଧିରେ ଉତର ଦିଗକୁ ଗତି କରିପାରେ । ଏବଂ ଆଗାମୀ ୪୮ ଘଂଟାରେ ସୁଦୃଶ୍ୟ ଲଘୁଚାପରେ
ଉତରପଶ୍ଚିମ ବଙ୍ଗୋପ ସାଗରର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି


ଭୁବନେଶ୍ୱର, ୨୭ ମଇ (ହି.ସ.)- ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମକେନ୍ଦ୍ରିୟ ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ପ୍ରଭାବରେ ଉତରପଶ୍ଚିମ ବଙ୍ଗୋପ ସାଗରର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଧିରେ ଧିରେ ଉତର ଦିଗକୁ ଗତି କରିପାରେ । ଏବଂ ଆଗାମୀ ୪୮ ଘଂଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande