ଆଗାମୀ ୫ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ
ଭୁବନେଶ୍ୱର, ୨୭ ମଇ (ହି.ସ.)- ଆଗାମୀ ୫ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ । ଏହାର ପରବର୍ତୀ ଦୁଇ ଦିନ କେତେକ ସ୍ଥାନରେ ହାଲୁକା ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇ
ଆଗାମୀ ୫ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ


ଭୁବନେଶ୍ୱର, ୨୭ ମଇ (ହି.ସ.)- ଆଗାମୀ ୫ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ । ଏହାର ପରବର୍ତୀ ଦୁଇ ଦିନ କେତେକ ସ୍ଥାନରେ ହାଲୁକା ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande