ନୂଆଦିଲ୍ଲୀରେ ରାଜନାଥ ସିଂଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଭୁବନେଶ୍ୱର, 27 ମେ (ହି.ସ.) - ନୂଆଦିଲ୍ଲୀରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କୁ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଦେଶ ଓ ରାଜ୍ୟର ସୁରକ୍ଷା ପ୍ରସଙ୍ଗରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀରେ ରାଜନାଥ ସିଂଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ


ଭୁବନେଶ୍ୱର, 27 ମେ (ହି.ସ.)

- ନୂଆଦିଲ୍ଲୀରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କୁ ସାକ୍ଷାତ କରିଛନ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଦେଶ ଓ ରାଜ୍ୟର ସୁରକ୍ଷା ପ୍ରସଙ୍ଗରେ ଉଭୟଙ୍କ

ମଧ୍ୟରେ ଆଲୋଚନା ହୋଇଛି ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନୂଆଦିଲ୍ଲୀଠାରେ କେନ୍ଦ୍ର

ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲି। ଏହି ଅବସରରେ ଦେଶ ତଥା ରାଜ୍ୟର ସୁରକ୍ଷା ଏବଂ ବିକାଶ

ସମ୍ପର୍କିତ ବିଭିନ୍ନ ଦିଗକୁ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା କରିଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande