ବୌଦ୍ଧ ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ, ମୃତକଙ୍କ ପରିବାରକୁ 4ଲକ୍ଷ ସହାୟତା ଘୋଷଣା
ଭୁବନେଶ୍ୱର, 28 ମେ (ହି.ସ.)- ବୌଦ୍ଧ ଜିଲ୍ଲାରେ ସଡ଼କ ଦୁର୍ଘଟଣାରେ ଗଜେନ୍ଦ୍ର ମଲ୍ଲିକ ଓ ତାଙ୍କ କନ୍ୟା ଲିପ୍ସା ମଲ୍ଲିକଙ୍କ ପ୍ରାଣହାନି ସହ ୭ ଜଣ ଆହତ ହେବା ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି
ବୌଦ୍ଧ ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ, ମୃତକଙ୍କ ପରିବାରକୁ 4ଲକ୍ଷ     ସହାୟତା ଘୋଷଣା


ଭୁବନେଶ୍ୱର, 28 ମେ (ହି.ସ.)- ବୌଦ୍ଧ ଜିଲ୍ଲାରେ ସଡ଼କ ଦୁର୍ଘଟଣାରେ ଗଜେନ୍ଦ୍ର ମଲ୍ଲିକ ଓ ତାଙ୍କ କନ୍ୟା

ଲିପ୍ସା ମଲ୍ଲିକଙ୍କ ପ୍ରାଣହାନି ସହ ୭ ଜଣ ଆହତ ହେବା ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ

ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା

ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ

ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏଥିସହ ଏହି ଦୁର୍ଘଟଣାରେ ଆହତ ହୋଇଥିବା

ସମସ୍ତଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande