ସ୍ୱାଧୀନତା ସଂଗ୍ରାମୀ ବୀର ସାବରକରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 28 ମେ (ହି.ସ.)- ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ ଓ ରାଷ୍ଟ୍ରବାଦୀ ଚିନ୍ତକ ବୀର ସାବରକରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱାଧୀନତା ସଂଗ୍ରାମୀ, ସମାଜ
ସ୍ୱାଧୀନତା ସଂଗ୍ରାମୀ ବୀର ସାବରକରଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 28 ମେ (ହି.ସ.)- ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ ଓ ରାଷ୍ଟ୍ରବାଦୀ ଚିନ୍ତକ ବୀର ସାବରକରଙ୍କୁ

ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱାଧୀନତା ସଂଗ୍ରାମୀ,

ସମାଜ ସଂସ୍କାରକ, ରାଷ୍ଟ୍ରବାଦୀ ଚିନ୍ତକ ବୀର ସାବରକରଙ୍କୁ ତାଙ୍କ ଜୟନ୍ତୀ ଅବସରରେ

ଶ୍ରଦ୍ଧାଂଜଳି । ଦେଶ ପାଇଁ ତାଙ୍କ ଉତ୍ସାହ, ବଳିଦାନ ଓ ପ୍ରତିବଦ୍ଧତା ପିଢି ପରେ ପିଢିକୁ

ପ୍ରେରଣା ଦେଉଥିବ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande