ଭୁବନେଶ୍ୱର, ୨୯ ମଇ (ହି.ସ.)- ଆଗାମୀ ୩ ଦିନ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ । ଏହାର ପରବର୍ତୀ ୪ ଦିନ କେତେକ ସ୍ଥାନରେ ହାଲୁକା ବର୍ଷା କିମ୍ବା ଥଣ୍ଡା ପାଗ ଅନୁଭୂତ ହୋଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ