ଭୁବନେଶ୍ୱର, 29 ମେ (ହି.ସ.)
- ବଙ୍ଗୋପସାଗରରେ
ସୃଷ୍ଟି ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି । ପଶ୍ଚିମବଙ୍ଗ-ବାଂଲାଦେଶ
ଉପକୂଳରେ ଅବପାତରେ ପରିଣତ ହୋଇଥିବା ସୂଚନା ମିଳିଛି । ଅବପାତ ଉତ୍ତର ଆଡକୁ ଗତି କରି ଆହୁରି
ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା