ଭୁବନେଶ୍ୱର,୨୯ ମଇ(ହି.ସ.) - ଭୁବନେଶ୍ୱର ସ୍ଥିତ କେନ୍ଦ୍ରୀୟ ଉଦ୍ୟାନ କୃଷି ପରୀକ୍ଷଣ କେନ୍ଦ୍ରରେ ଗୁରୁବାର ଦିନ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ଶିବରାଜ ସିଂ ଚୌହାନ ବିଭିନ୍ନ ପ୍ରକାର ଆମ୍ବର ପ୍ରଦର୍ଶନୀକୁ ଉଦଘାଟନ କରିଛନ୍ତି । ଏହି ଅବସରରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଏକାମ୍ର ବିଧାୟକ ବାବୁ ସିଂ, ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀ ଉପସ୍ଥିତ ଅଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା