ସାକ୍ଷୀଗୋପାଳରେ ବିକଶିତ କୃଷି ସଂକଳ୍ପ ଅଭିଯାନର ଶୁଭାରମ୍ଭ
ଭୁବନେଶ୍ୱର, 29 ମେ (ହି.ସ.)- ଆରମ୍ଭ ହେଲା ବିକଶିତ କୃଷି ସଂକଳ୍ପ ଅଭିଯାନ । ପୁରୀରେ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ । ସାକ୍ଷୀଗୋପାଳରେ ବିକଶିତ କୃଷି ସଂକଳ୍ପ ଅଭିଯାନର ଶୁଭାରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, କେନ୍
ସାକ୍ଷୀଗୋପାଳରେ ବିକଶିତ     କୃଷି ସଂକଳ୍ପ ଅଭିଯାନର ଶୁଭାରମ୍ଭ


ଭୁବନେଶ୍ୱର, 29 ମେ (ହି.ସ.)- ଆରମ୍ଭ ହେଲା ବିକଶିତ କୃଷି ସଂକଳ୍ପ ଅଭିଯାନ । ପୁରୀରେ

କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ । ସାକ୍ଷୀଗୋପାଳରେ

ବିକଶିତ କୃଷି ସଂକଳ୍ପ ଅଭିଯାନର ଶୁଭାରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର କୃଷି ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ, ଉପ

ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ସାକ୍ଷୀଗୋପାଳ ଠାରେ ବୃକ୍ଷରୋପଣ ଓ ପଦଯାତ୍ରାରେ

ଯୋଗ ଦେବା ସହିତ ଏକ କୃଷି ବିଜ୍ଞାନ କେନ୍ଦ୍ରର ଉଦଘାଟନ କରିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande