ସିକ୍କିମ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 30 ମେ (ହି.ସ.) - ସିକ୍କିମ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ସିକ୍କିମର ତିସ୍ତା ନଦୀରେ ଦୁର୍ଘଟଣାଗ୍ରସ୍ତ ଟୁରିଷ୍ଟ ବସରେ ଅନେକ ଓଡ଼ିଆ ଯାତ୍ରୀ ଥିବା ଜାଣିବାକୁ ପା
ସିକ୍କିମ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ


ଭୁବନେଶ୍ୱର, 30 ମେ (ହି.ସ.)

- ସିକ୍କିମ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ

ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ସିକ୍କିମର ତିସ୍ତା ନଦୀରେ

ଦୁର୍ଘଟଣାଗ୍ରସ୍ତ ଟୁରିଷ୍ଟ ବସରେ ଅନେକ ଓଡ଼ିଆ ଯାତ୍ରୀ ଥିବା ଜାଣିବାକୁ ପାଇଲି। ଏପରି

ପ୍ରତିକୂଳ ସମୟକୁ ସାମ୍ନା କରିବା ପାଇଁ ମହାପ୍ରଭୁ ପରିବାରବର୍ଗଙ୍କୁ ଧୈର୍ଯ୍ୟ ଦିଅନ୍ତୁ।

ଦୁର୍ଘଟଣାର ଶିକାର ହୋଇଥିବା ଲୋକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ନବୀନ ପଟ୍ଟନାୟକ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande