ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ନାମଲେଖା ପାଇଁ ଆବେଦନ
ଭୁବନେଶ୍ୱର 30 ମେ (ହି.ସ.) – ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ ଅନ୍ତର୍ଗତ ଏନ.ସି.ଇ.ଆର.ଟିର ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ୱର, ଭୋପାଳ, ଆଜମେର, ମଇଶୁର, ନେଲୋର ଓ ଶିଲଂରେ ୨୦୨୫-୨୦୨୬ ଶିକ୍ଷାବର୍ଷ ପାଇଁ ବିଏ. ବି.ଇଡି, ବି.ଏସସି. ବି.ଇଡି,ବି.ଇଡି, ବି.ଇଡି-ଏମ.ଇଡି,ଏମ.ଏସସି.ଇଡି, ଆଦି ଶ
ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ନାମଲେଖା ପାଇଁ ଆବେଦନ


ଭୁବନେଶ୍ୱର 30 ମେ (ହି.ସ.) – ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ ଅନ୍ତର୍ଗତ ଏନ.ସି.ଇ.ଆର.ଟିର ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ୱର, ଭୋପାଳ, ଆଜମେର, ମଇଶୁର, ନେଲୋର ଓ ଶିଲଂରେ ୨୦୨୫-୨୦୨୬ ଶିକ୍ଷାବର୍ଷ ପାଇଁ ବିଏ. ବି.ଇଡି, ବି.ଏସସି. ବି.ଇଡି,ବି.ଇଡି, ବି.ଇଡି-ଏମ.ଇଡି,ଏମ.ଏସସି.ଇଡି, ଆଦି ଶିକ୍ଷା ଭିତ୍ତିକ ଅଧ୍ୟୟନରେ ନାମଲେଖା ପାଇଁ ଆବେଦନ କରାଯାଉଛି ଓ ଏହି ଆବେଦନ ଆଧାରରେ ସିଇଇ ପରୀକ୍ଷା ଆସନ୍ତା ମାସ ୨୯ ତାରିଖରେ ଅନୁଷ୍ଠିତ ହେବ।କମ୍ପ୍ୟୁଟର ଆଧାରିତ ପରୀକ୍ଷା ମାଧ୍ୟମରେଯୋଗ୍ୟ ପ୍ରାର୍ଥୀ ଚୟନ କରାଯିବ।ଚଳିତ ବର୍ଷ ଆବେଦନର ଶେଷତାରିଖ ୧୭.୦୬.୨୦୨୫ ଓ ଅଧିକ ଜାଣିବାପାଇଁ ଆଗ୍ରହୀ ଛାତ୍ରଛାତ୍ରୀଗଣ ୱେବସାଇଟରେ ଲଗଇନ କରିବାସହ ହେଲ୍ପଲାଇନ ନମ୍ବର ୦୨୨-୬୧୩୦୬୨୭୧ରେ ଯୋଗାଯୋଗ କରିପାରିବେ ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande