ଭୁବନେଶ୍ୱର, 30 ମେ (ହି.ସ.)- ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ
ପାର୍ଥିବ ଶରୀର ପହଂଚିବା ପରେ ଦଳ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଏହି ଅବସରରେ ରାଜ୍ୟ ସଭାପତି ମନମୋହନ ସାମଲ,
ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ମଧ୍ୟ ଶ୍ରଦ୍ଧାଂଜଳି ଜ୍ଞାପନ କରିଥିଲେ ।
ଓଡ଼ିଶା ବିଜେପିର ପ୍ରଥମ ବିଧାୟକ ପ୍ରସନ୍ନ ପଟ୍ଟନାୟକ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା