ରାୟପୁରରେ ଆଉ ୨ କରୋନା ସଂକ୍ରମିତ ଚିହ୍ନଟ, ସକ୍ରିୟ ମାମଲା ସଂଖ୍ୟା ୪କୁ ବୃଦ୍ଧି
ରାୟପୁର, ୩୧ ମଇ (ହି.ସ.)- ଛତିଶଗଡ଼ର ରାଜଧାନୀ ରାୟପୁରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ଶନିବାର ଆଉ ୨ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥି ସହିତ ରାୟପୁରରେ ସକ୍ରିୟ କରୋନା ରୋଗୀ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ଯାହାକି ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୫ ରେ ପହଂଚିଛି
ରାୟପୁରରେ ଆଉ ୨ କରୋନା ସଂକ୍ରମିତ ଚିହ୍ନଟ, ସକ୍ରିୟ ମାମଲା ସଂଖ୍ୟା ୪କୁ ବୃଦ୍ଧି


ରାୟପୁର, ୩୧ ମଇ (ହି.ସ.)- ଛତିଶଗଡ଼ର ରାଜଧାନୀ ରାୟପୁରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ଶନିବାର ଆଉ ୨ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏଥି ସହିତ ରାୟପୁରରେ ସକ୍ରିୟ କରୋନା ରୋଗୀ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ଯାହାକି ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୫ ରେ ପହଂଚିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande