ପବିତ୍ର ‘ଶୀତଳ ଷଷ୍ଠୀ’ରେ ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟ ମନ୍ତ୍ରୀ
ଭୁବନେଶ୍ୱର, 31 ମେ (ହି.ସ.) ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଶନିବାର ଦିନ ପବିତ୍ର ‘ଶୀତଳ ଷଷ୍ଠୀ’ରେ ଶୁଭେଚ୍ଛା ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ପବିତ୍ର ‘ଶୀତଳ ଷଷ୍ଠୀ’ ତଥା ଭଗବାନ ଶିବ ଓ ମାତା ପା
ପବିତ୍ର ‘ଶୀତଳ     ଷଷ୍ଠୀ’ରେ     ଶୁଭେଚ୍ଛା ଜଣାଇଲେ ସ୍ୱାସ୍ଥ୍ୟ ମନ୍ତ୍ରୀ


ଭୁବନେଶ୍ୱର, 31 ମେ (ହି.ସ.) ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ

ମହାଲିଙ୍ଗ ଶନିବାର ଦିନ ପବିତ୍ର ‘ଶୀତଳ

ଷଷ୍ଠୀ’ରେ

ଶୁଭେଚ୍ଛା ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ପବିତ୍ର ‘ଶୀତଳ

ଷଷ୍ଠୀ’ ତଥା

ଭଗବାନ ଶିବ ଓ ମାତା ପାର୍ବତୀଙ୍କ ବିବାହ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ

ଶୁଭେଚ୍ଛା ଜଣାଉଛି। ଦେବଦମ୍ପତିଙ୍କ ଅପାର କରୁଣା ଏବଂ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଓ

ସମୃଦ୍ଧିରେ ପରିପୂର୍ଣ୍ଣ ହେଉ ଏତିକି କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande