ଭୁବନେଶ୍ୱର, 31 ମେ (ହି.ସ.) ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ରାଣୀ ଅହଲ୍ୟାବାଇ ହୋଲକରଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ମହିଳା ସଶକ୍ତିକରଣର ମହାନ ପ୍ରତୀକ ପୁଣ୍ୟଶ୍ଳୋକ ରାଣୀ ଅହଲ୍ୟାବାଇ ହୋଲକରଙ୍କ ଜୟନ୍ତୀ ଅବସରରେ ତାଙ୍କର ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ