ପବିତ୍ର ଶୀତଳ ଷଷ୍ଠୀରେ ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳର ନେତା
ଭୁବନେଶ୍ୱର, 31 ମେ (ହି.ସ.) ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ପବିତ୍ର ଶୀତଳ ଷଷ୍ଠୀ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ପବିତ୍ର ଶୀତଳ ଷଷ୍ଠୀ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। ଦେବ ଦମ୍ପତ୍ତିଙ୍କ ଆଶୀର୍ବାଦରୁ ସଭିଙ୍କ ଜୀବନ ସୁଖ ଓ ସମୃଦ୍ଧ
ପବିତ୍ର ଶୀତଳ ଷଷ୍ଠୀରେ ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳର ନେତା


ଭୁବନେଶ୍ୱର, 31 ମେ (ହି.ସ.) ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ପବିତ୍ର ଶୀତଳ ଷଷ୍ଠୀ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ପବିତ୍ର ଶୀତଳ ଷଷ୍ଠୀ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। ଦେବ ଦମ୍ପତ୍ତିଙ୍କ ଆଶୀର୍ବାଦରୁ ସଭିଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande