ଆସନ୍ତା ୪ ତାରିଖ ଓ ୫ ତାରିଖରେ ଗରମ ଓ ଗୁଳୁଗୁଳି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧ ଜୁନ୍ (ହି.ସ.)- ଆସନ୍ତା ୪ ତାରିଖ ଓ ୫ ତାରିଖରେ ଗରମ ଓ ଗୁଳୁଗୁଳି ନେଇ ରାଜ୍ୟର କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୪ ତାରିଖରେ ଗରମ ଓ ଗୁଳୁଗୁଳି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍
ଆସନ୍ତା ୪ ତାରିଖ ଓ ୫ ତାରିଖରେ ଗରମ ଓ ଗୁଳୁଗୁଳି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧ ଜୁନ୍ (ହି.ସ.)- ଆସନ୍ତା ୪ ତାରିଖ ଓ ୫ ତାରିଖରେ ଗରମ ଓ ଗୁଳୁଗୁଳି ନେଇ ରାଜ୍ୟର କେତେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୪ ତାରିଖରେ ଗରମ ଓ ଗୁଳୁଗୁଳି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ।

ସେହିପରି ୫ ତାରିଖରେ ଗରମ ଓ ଗୁଳୁଗୁଳି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande