ନିତ୍ୟାନନ୍ଦ ଗଣ୍ଡଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 1 ଜୁନ୍ (ହି.ସ.)- ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଉମରକୋଟ୍ ବିଧାୟକ ତଥା ଓଡ଼ିଶା କ୍ୟାବିନେଟରେ ମୋର ସହଯୋଗୀ
ନିତ୍ୟାନନ୍ଦ ଗଣ୍ଡଙ୍କୁ     ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 1 ଜୁନ୍ (ହି.ସ.)- ଗଣଶିକ୍ଷା

ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ

ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଉମରକୋଟ୍ ବିଧାୟକ ତଥା

ଓଡ଼ିଶା କ୍ୟାବିନେଟରେ ମୋର ସହଯୋଗୀ ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି, ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଏବଂ ସାମାଜିକ

ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ଜନ୍ମଦିନ

ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ତାଙ୍କ

ସୁସ୍ଥ,

ଦୀର୍ଘାୟୁ ଓ ନିରାମୟ ଜୀବନ ପାଇଁ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande