କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଯୋଗୀ ଆଦିତ୍ୟନାଥ
ଲକ୍ଷ୍ନୌ, 1 ଜୁନ୍ (ହି.ସ.)- କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଡ.ମନସୁଖ ମାଣ୍ଡଭ୍ୟଙ୍କୁ ଜନ
କେନ୍ଦ୍ରମନ୍ତ୍ରୀ ମନସୁଖ     ମାଣ୍ଡଭ୍ୟଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଯୋଗୀ ଆଦିତ୍ୟନାଥ


ଲକ୍ଷ୍ନୌ, 1 ଜୁନ୍ (ହି.ସ.)- କେନ୍ଦ୍ରମନ୍ତ୍ରୀ

ମନସୁଖ ମାଣ୍ଡଭ୍ୟଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ

ଆଦିତ୍ୟନାଥ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ

ଡ.ମନସୁଖ ମାଣ୍ଡଭ୍ୟଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା । ଭଗବାନ ସୋମନାଥଙ୍କ ନିକଟରେ ପ୍ରାର୍ଥନା ଯେ,

ଆପଣଙ୍କୁ ସୁସ୍ଥ, ସୁଦୀର୍ଘ ଓ ସୁଯଶପୂର୍ଣ୍ଣ ଜୀବନ ପ୍ରାପ୍ତ ହେଉ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande