ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 11 ଜୁନ୍ (ହି.ସ.)- ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସ୍ନାନବେଦୀରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟ ତଥା ରାଜ୍ୟବାସୀଙ୍କ ମଙ୍ଗଳ ସହ ବିକଶିତ ଓଡ଼ିଶା ନିର୍ମାଣ ପାଇଁ
ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 11 ଜୁନ୍ (ହି.ସ.)- ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସ୍ନାନବେଦୀରୁ

ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ

ମୁଖ୍ୟମନ୍ତ୍ରୀ ରାଜ୍ୟ ତଥା ରାଜ୍ୟବାସୀଙ୍କ ମଙ୍ଗଳ ସହ ବିକଶିତ ଓଡ଼ିଶା ନିର୍ମାଣ ପାଇଁ

ଆଶୀର୍ବାଦ ଭିକ୍ଷା କରିଥିଲେ । ମହାପ୍ରଭୁଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖୀ ଓ ମଙ୍ଗଳମୟ ହେଉ

ବୋଲି ଏହାହିଁ ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande