ଭୁବନେଶ୍ୱର, 11 ଜୁନ୍ (ହି.ସ.)- ପବିତ୍ର ଦେବସ୍ନାନ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ
ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଜୟ
ଜଗନ୍ନାଥ । ପବିତ୍ର ‘ଦେବସ୍ନାନ ପୂର୍ଣ୍ଣିମା’
ଅବସରରେ
ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା ।
ମହାପ୍ରଭୁଙ୍କ ପାଖରେ ବିଶ୍ୱବାସୀଙ୍କ ମଙ୍ଗଳ କାମନା କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା