ପବିତ୍ର ଦେବସ୍ନାନ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 11 ଜୁନ୍ (ହି.ସ.)- ପବିତ୍ର ଦେବସ୍ନାନ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ପବିତ୍ର ସ୍ନାନପୂର୍ଣ୍ଣିମା ଉପଲକ୍ଷେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି।
ପବିତ୍ର ଦେବସ୍ନାନ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ


ଭୁବନେଶ୍ୱର, 11 ଜୁନ୍ (ହି.ସ.)- ପବିତ୍ର ଦେବସ୍ନାନ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା

ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ପବିତ୍ର

ସ୍ନାନପୂର୍ଣ୍ଣିମା ଉପଲକ୍ଷେ ସମସ୍ତଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି।

ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କୃପାରୁ ସଭିଙ୍କ ଜୀବନ ସୁଖ ଓ ସମୃଦ୍ଧିମୟ ହେଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande