ଅହମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପିଏମ ମୋଦି
ନୂଆଦିଲ୍ଲୀ, 12 ଜୁନ୍ (ହି.ସ.)- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଅହମଦାବାଦରେ ଘଟିଥିବା ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ଏବଂ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଏକ୍ସରେ ପୋଷ୍ଟ କରିଛନ୍ତି, ଅହମଦାବାଦରେ
ଅହମଦାବାଦ ବିମାନ     ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପିଏମ ମୋଦି


ନୂଆଦିଲ୍ଲୀ, 12 ଜୁନ୍ (ହି.ସ.)- ପ୍ରଧାନମନ୍ତ୍ରୀ

ନରେନ୍ଦ୍ର ମୋଦି ଗୁରୁବାର ଅହମଦାବାଦରେ ଘଟିଥିବା ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ

କରିଛନ୍ତି ଏବଂ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ମୋଦି

ଏକ୍ସରେ ପୋଷ୍ଟ କରିଛନ୍ତି, ଅହମଦାବାଦରେ

ଘଟିଥିବା ଏହି ଦୁଃଖଦ ଘଟଣା ଆମକୁ ସ୍ତବ୍ଧ ଏବଂ ଦୁଃଖୀ କରିଦେଇଛି। ଏହା ଦୃହୟ ଥରାଇ ଦେବା ଭଳି

ଘଟଣା। ଏହି ଦୁଃଖଦ ସମୟରେ, ମୋର ସମବେଦନା ପ୍ରଭାବିତ ସମସ୍ତଙ୍କ ସହ

ଅଛି। ମୁଁ ମନ୍ତ୍ରୀ ଓ ଅଧିକାରୀମାନଙ୍କ ସହ ଯୋଗାଯୋଗରେ ଅଛି, ଯେଉଁମାନେ

ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରୁଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande