ଭୁବନେଶ୍ୱର, 12 ଜୁନ୍ (ହି.ସ.)- ନରେନ୍ଦ୍ର
ସିଂ ତୋମାରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଲୋକପ୍ରିୟ ରାଜନେତା ତଥା
ମଧ୍ୟପ୍ରଦେଶ ବିଧାନସଭାର ବାଚସ୍ପତି ନରେନ୍ଦ୍ର ସିଂ ତୋମାରଙ୍କୁ ଜନ୍ମଦିନର ହାର୍ଦ୍ଦିକ
ଶୁଭକାମନା । ଭଗବାନଙ୍କ ନିକଟରେ ଆପଣଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ସୁଦୀର୍ଘ ଜୀବନ କାମନା କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା