ଶ୍ରାବଣୀ ନନ୍ଦଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 12 ଜୁନ୍ (ହି.ସ.) - ଶ୍ରାବଣୀ ନନ୍ଦଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଫଟୋ ସେୟାର କରି ନବୀନ କହିଛନ୍ତି ଯେ, ଓଡ଼ିଶାର ଗର୍ବ ଶ୍ରାବଣୀ ନନ୍ଦଙ୍କୁ ଭେଟି ଶୁଭେଚ୍ଛା ଜଣାଇଲି। ସାଉଥ୍ କୋରିଆରେ ଆୟୋଜିତ ଏସିଆ
ଶ୍ରାବଣୀ ନନ୍ଦଙ୍କୁ ଭେଟି     ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ


ଭୁବନେଶ୍ୱର, 12 ଜୁନ୍ (ହି.ସ.)

- ଶ୍ରାବଣୀ

ନନ୍ଦଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଫଟୋ

ସେୟାର କରି ନବୀନ କହିଛନ୍ତି ଯେ, ଓଡ଼ିଶାର ଗର୍ବ ଶ୍ରାବଣୀ ନନ୍ଦଙ୍କୁ ଭେଟି ଶୁଭେଚ୍ଛା ଜଣାଇଲି।

ସାଉଥ୍ କୋରିଆରେ ଆୟୋଜିତ ଏସିଆନ୍ ଆଥଲେଟ୍ ଚାମ୍ପିଅନସିପର ରିଲେରେ ସେ ରୌପ୍ୟ ପଦକ ଜିତି

ରାଜ୍ୟକୁ ଗୌରବାନ୍ୱିତ କରିଛନ୍ତି। ରାଜ୍ୟର କ୍ରୀଡ଼ାବିତଙ୍କୁ ଏହା ପ୍ରେରଣା ଯୋଗାଇବ। ତାଙ୍କର

ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande